୧୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଥାଇଲ୍ୟାଣ୍ଡ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, ଗଜପତି, କଟକ ଏବଂ ଜଗସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ଭୁବନେଶ୍ୱର କାର୍ଯ୍ୟାଳୟ କହିଛି। ଆକାଶ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia