୧୯ ଯାଏଁ କାଳବୈଶାଖୀ ବର୍ଷା, ଏସବୁ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ରାଜ୍ୟରେ ଆଗକୁ ତାତି ବଢ଼ିପାରେ । ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା ଆଶଙ୍କା ଅଛି ।Meteorological Department warns of heavy rain for 19 days, these districts