ଭୁବନେଶ୍ୱର: ଆସନ୍ତାବର୍ଷ ମାର୍ଚ୍ଚରେ ଓଡ଼ିଶାରେ ଆରମ୍ଭ ହେବ 5G ସେବା । ପ୍ରଥମ ପର୍ଯ୍ୟାୟରେ ୮ଟି ସହର ସାମିଲ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମାର୍ଚ୍ଚ ସୁଦ୍ଧା ୮ଟି ସହରରେ ଓ ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ୮୦ ପ୍ରତିଶତ ଅଞ୍ଚଳରେ ମିଳିବ 5G ସେବା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ