୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia