ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ ଓ ୧୧୦ ହେଉଛି ଲୋକାଲ୍ କେସ । ସେହିପରି ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ