୨୫ଟି ବୁଥରେ ପୁନଃ ମତଦାନ ପ୍ରସ୍ତାବ, ୨ୟ ପର୍ଯ୍ୟାୟରେ ୩୦୬୫ ବୁଥ୍‌ ସମ୍ବେଦନଶୀଳ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବୁଧବାର ଶେଷ ହୋଇଥିବା ବେଳେ ୪ଟି ଜିଲ୍ଲାର ୨୫ଟି ବୁଥରେ ପୁନଃ ମତଦାନ ପାଇଁ ପ୍ରସ୍ତାବ ଆସିଥିବା ରାଜ୍ୟ ନିର୍ବାଚନ କମିଶନରଙ୍କ ସଚିବ ରବୀନ୍ଦ୍ର ସାହୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୨୦ ହଜାର ୪୩୬ ବୁଥରେ ହେବ ନିର୍ବାଚନ। ସେଥିରୁ ଟି ୩ ହଜାର ୬୫ ବୁଥ୍

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia