୩୦ ପରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷାର ପ୍ରଭାବ । ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia