୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଟେଲିଫିଲ୍ମ ‘କାଳିଆ କରୁଛି ଲୀଳା’

ଭୁବନେଶ୍ୱର: ୩୧ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ତଥା ୮ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି । ଯେଉଁଥିରେ ୨୭ଟି ବିଭାଗରେ ଚଳଚ୍ଚିତ୍ର ପୁରସ୍କାର ଦିଆଯିବା ସହିତ ୨୦ଟି ବିଭାଗରେ ଟେଲି ପୁରସ୍କାର ପ୍ରଦାନ କରାଯାଇଛି । ତେବେ ୨୦୧୯ ବର୍ଷ ପାଇଁ ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ସମ୍ମାନ । ୨ ଲକ୍ଷ ଟଙ୍କା

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia