ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ