ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ