ଆଜି ପ୍ରକାଶ ପାଇବ ଯୁକ୍ତ୨ ରେଜଲ୍ଟ: ଜାଣନ୍ତୁ କେମିତି କରିବେ ଚେକ୍‌

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିବେ। Utthi 2nd result to be declared today: Know how to check