ଆଫଗାନିସ୍ତାନ ପାଇଁ ୨୦ଟନ୍ ଟିକା ପଠାଇଲା ଭାରତ

ଶୁକ୍ରବାର ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଫଗାନିସ୍ତାନ ପ୍ରତି ନିଜର ପ୍ରତିବଦ୍ଧତା ଏବଂ ସମର୍ଥନକୁ ପୁନଃସ୍ଥାପିତ କରିଛି। ଦେଶର ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପଠାଇଛି ଭାରତ।India sends 20 tons of vaccines to Afghanistan