IPS ସ୍ତରରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୧୮ SP ଏବଂ OPS

ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟର ୧୮ ଜଣ ବରିଷ୍ଠ ଆଇପିଏସ (IPS) ଏବଂ ଓପିଏସ (OPS) ଅଧିକାରୀଙ୍କୁ ସ୍ଥାନାନ୍ତର କରାଯାଇ ନୂତନ ପଦବୀରେ ଅବସ୍ଥାପିତ କରାଯାଇଛି।Major reshuffle at IPS level, 18 SPs and OPS replaced