ଭୁବନେଶ୍ବର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି