ଆଜି ବିଶ୍ୱ ସାପ ଦିବସ; ଜାଣନ୍ତୁ କିଛି ଜଣା, ଅଜଣା କଥା

World Snake Day: ଆଜି ବିଶ୍ୱ ସାପ ଦିବସ। ସାପ ମାନଙ୍କୁ କ୍ଷତି ନ ପହଞ୍ଚାଇବା ପାଇଁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ । ସାପ ମାନଙ୍କ ପ୍ରତି ନିଜ ସ୍ନେହ ଦେଖାଇବା ପାଇଁ ବିଶ୍ୱରେ ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ପ୍ରକାର ଆୟୋଜନ କରିଥାନ୍ତି । ତେବେ ଜାଣି ଆଶ୍ଚର୍ଯ୍ୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia