ଭୁବନେଶ୍ୱର: ରାଜଧାନୀରେ ନିୟମ କଡାକଡି କଲା ବିଏମସି । ମାସ୍କ ନଥିଲେ ପ୍ରବେଶ ମନା । ମାସ୍କ ପିନ୍ଧି ନଥିଲେ ଦୋକାନୀ ଦେବେନି ସାମଗ୍ରୀ । ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ନିୟମ କଡାକଡି କରିଛି । କୋଭିଡ୍ ନିୟମ ଅମାନ୍ୟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ବୋଲି ଚେତାବନୀ ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି