ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୪୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ଉପର ମୁହାଁ କରୋନା ଗ୍ରାଫ । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୭୧ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia