Corona Update: ରାଜ୍ୟରେ ନୂଆ ୫୧୦ ଆକ୍ରାନ୍ତ ମଧ୍ୟରୁ ୭୯ ପିଲା କରୋନା ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୦ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୯ ଜଣ ଅଛନ୍ତି। ଗତକାଲି ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ଯେଉଁଥିରେ ରହିଥିଲେ ୯୫ ଜଣ ପିଲା ।ତେବେ ଆଜିର ନୂଆ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୯୭ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia