ଭୁବନେଶ୍ୱର: ବାତ୍ୟା ହେବା ନେଇ ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ପରିଣତ ହେବା ସମ୍ଭାବନା ଥିବା ଟ୍ବିଟ କରି ସୂଚନା ଦେଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ