Cyclone in Odisha: ‘ଓଡ଼ିଶାକୁ ନାହିଁ ବାତ୍ୟା ବିପଦ’

ଭୁବନେଶ୍ବର: ଓଡ଼ିଶାକୁ ନାହିଁ ବାତ୍ୟା ବିପଦ । ଏଭଳି ଆଶ୍ୱସନା ଦେଇଛନ୍ତି ଆଇଏମଡି ସାଇକ୍ଲୋନ ସେଣ୍ଟର ମୁଖ୍ୟ ଆରକେ ଜେନାମଣି । ଆସନ୍ତାକାଲି ଅବପାତଟି ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଏହା ୧୦ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୧୦ ତାରିଖ ସଂଧ୍ୟା ପରେ ବାତ୍ୟା ସମୁଦ୍ରରେ ଗତିପଥ ବଦଳାଇବ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia