IAS ସ୍ତରରେ ବଡଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ହେଲେ ଭୁବନେଶ୍ବର ମହାନଗର ନିଗମ କମିଶନର । କଟକ ମହାନଗର ନିଗମ କମିଶନର ଥିବା ଅନନ୍ୟା ଦାସ ହେଲେ ସମ୍ବଲପୁର ଜିଲ୍ଲାପାଳ । ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ହେଲେ ଗଞ୍ଜାମ ଜିଲ୍ଲାପାଳ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia