1 min read
କୋଲକାତା : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ବିଧାନସଭା ଆସନରୁ ଉପ-ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି...