ଅପରାହ୍ନରେ ବାହାରିବ ମାଟ୍ରିକ୍ ରେଜଲ୍ଟ, ୫ ଲକ୍ଷରୁ ଅଧିକ ପିଲାଙ୍କ ଭାଗ୍ୟ ପରୀକ୍ଷା

ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଶନିବାର ଅପରାହ୍ନରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏଥର ମୋଟ ୫ ଲକ୍ଷ ୪୬ ହଜାର ୫୮୨ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଛନ୍ତି । ଅପରାହ୍ନ ୪ ଟାରେ ରେଜଲ୍ଟ ପୁସ୍ତିକା ଉନ୍ମୋଚିତ ହେବ। ସଂଧ୍ୟା ୫ ଟାରୁ ୬ ଟା ଭିତରେ ବୋର୍ଡ ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ | Matric results to be out in the afternoon, fate of over 5 lakh students to be tested