ଭୁବନେଶ୍ବର: ରାଜ୍ୟ ସରକାର ଆଜି IAS ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ଆଜି ଅନେକ ଆଇଏଏସଙ୍କୁ ନୂତନ ଦାୟିତ୍ବ ପ୍ରଦାନ କରାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଦାୟିତ୍ବରେ ଥିବା ରବୀନ୍ଦ୍ରନାଥ ସାହୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ଦାୟିତ୍ବ ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ