ଭୁବନେଶ୍ୱର: ଆଜି ବିଧାନସଭାରେ ଆଗତ ହେବ କାମଚଳା ବଜେଟ୍ । ଅପରାହ୍ଣରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ୍ ଉପସ୍ଥାପନ କରିବେ । କାମଚଳା ବଜେଟ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ଅର୍ଥମନ୍ତ୍ରୀ ପ୍ରଥମେ ବାର୍ଷିକ ବଜେଟ ଆକଳନ ଉପସ୍ଥାପନ କରିବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି