ଆଜି ପବିତ୍ର ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ, ଆରମ୍ଭ ହେବ ରଥକାମ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia