ଆଜି ବି ୪ ଶହ ପାର୍ ଦୈନିକ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୨୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ବି ୪ ଶହ ପାର୍ ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୪୨୪ ଆକ୍ରାନ୍ତ ଚିହ୍ନଟ । ଗତକାଲି ମଧ୍ୟ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପ୍ରାୟ ଦୁଇ ମାସ ପରେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ୪ ଶହରୁ ଅଧିକ ରହିଛି। ତେବେ ନୂଆ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia