ଆଜି ରାଜ୍ୟରେ ଆଉ ୧୧୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ । ଆଜି ହଜାରେ ଉପରକୁ ରହିଛି ସଂକ୍ରମଣ ଗ୍ରାଫ । ଗତକାଲି ୬୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia