ଅସହ୍ଯ ତାତିରେ ଜଳୁଛି ସାରା ଓଡ଼ିଶା । ଆଜିଠୁ ଆହୁରି ବଢ଼ିବ ତାତି । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ପୂରା ରାଜ୍ୟକୁ ଆଲର୍ଟ ଜାରି । ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ବାକି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । Temperatures to rise further from today, alert issued for entire state
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜି ପ୍ରକାଶ ପାଇବ ଯୁକ୍ତ୨ ରେଜଲ୍ଟ: ଜାଣନ୍ତୁ କେମିତି କରିବେ ଚେକ୍