ପୁରୀ:ଆସନ୍ତା କାଲି ଅର୍ଥାତ୍ ବୁଧବାର ଦିନ କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଥି ପାଇଁ ଭକ୍ତଙ୍କ ଦର୍ଶନ ଉପରେ କଟକଣାଲାଗିଛି । ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । {image-shreemandir-1611736718.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ