ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୫ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । {image-weatherreport-1656076263.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ