ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ: ଉଜୁଡ଼ି ଯାଇଛି ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି

ଭୁବନେଶ୍ବର: ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ରାଜ୍ୟରେ ଆସିଥିବା ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଏଥର ବନ୍ୟା ପୂରାପୂରି ଭାବେ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ରିପୋର୍ଟ କହୁଛି ଯେ, ଚଳିତ ବନ୍ୟାରେ ୧ ଲକ୍ଷ ୨୦ ହଜାର ହେକ୍ଟର ଜମିରେ ଚାଷ କ୍ଷତିଗ୍ରସ୍ତ ହୋଇଯାଇଛି। ବନ୍ୟା ଓ ବର୍ଷାରେ ରାଜ୍ୟର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia