ଆସୁଛି ଦୁଇଟି ଲଘୁଚାପ, ୧୪ରୁ ରାଜ୍ୟରେ ପ୍ରବଳ ବର୍ଷା

Odisha Weather Report: ଚଳିତ ମାସରେ ଦୁଇଟି ଲଘୁଚାପ ହେବାର ସମ୍ବାବନା ରହିଛି । ୧୮ରୁ ୨୧ ମଧ୍ୟରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ଅଧିକ ବର୍ଷା ହେବ ।