ଓଡିଶା ପଞ୍ଚାୟତ ନିର୍ବାଚନ: ରାଲି ଓ ପ୍ରଚାର ପାଇଁ କୋହଳ ହେଲା କଟକଣା

ଭୁବନେଶ୍ବର: ରାଜ୍ୟରେ କୋଭିଡ ସଂକ୍ରମଣ ସାମାନ୍ଯ ହ୍ରାସ ପାଇବା ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପ୍ରଚାର କଟକଣାକୁ କୋହଳ କରିଛନ୍ତି। ଏନେଇ ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପାଢ଼ୀ ସୂଚନା ଦେଇ କହିଛନ୍ତି, ଏଣିକି ୨୦ ଜଣଙ୍କୁ ସାଙ୍ଗରେ ନେଇ ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର କରିପାରିବେ। ପୂର୍ବରୁ ମାତ୍ର ୫ ଜଣଙ୍କୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia