ଭୁବନେଶ୍ୱର: ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡିଶାବାସୀଙ୍କ ଲାଇଫଲାଇନ୍ ସାଜିଛି ବିଏସକେୱାଇ ବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ଼ । ଗୋଟିଏ ମାସରେ ଉପକୃତ ହେଲେଣି ୪୪ ହଜାର ହିତାଧିକାରୀ । ସାଧାରଣ ଲୋକଙ୍କୁ ବିଭିନ୍ନ ସରକାରୀ ଓ ଘରୋଇ ଡ଼ାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରି ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସୃଷ୍ଟି କରିଛି ରୂପାନ୍ତରଣ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ