କରୋନା ଅପଡେଟ୍ : 24 ଘଣ୍ଟାରେ 79 ନୂତନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ଏବେ ବି କରୋନାରେ ଲାଗୁନି ଲଗାମ । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 79 ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 45 ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ 33 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି 18 ବର୍ଷ ବୟସ ମଧ୍ୟରେ 3

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia