ବ୍ରହ୍ମପୁର: ସ୍ମାର୍ଟ କ୍ଲାସରେ ବସିଲେ, ପିଲାଙ୍କ ସହ କଥା ହେଲେ । ଦିନିକିଆ ଗଞ୍ଜାମ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲ ବୁଲି ଦେଖିଛନ୍ତି । ହିଞ୍ଜିଳିକାଟୁ ସରକାରୀ ହାଇସ୍କୁଲ ବୁଲି ଦେଖିବା ସହ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ