ଭୁବନେଶ୍ୱର: ଚଳିତ ବିଧାନସଭାର ମୌସୁମୀ ଅଧିବେଶନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଲିଖିତ ଆକାରେ ପ୍ରଶ୍ନ ପଚାରିଥିଲେ। ଆଉ ମୁଖ୍ୟମନ୍ତ୍ରୀଙ୍କ ଉତ୍ତରରେ ଯାହା ତଥ୍ୟ ସାମ୍ନାକୁ ଆସିଛି ତାହା ସମସ୍ତଙ୍କୁ ଚକିତ କରିଛି । ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଦୁର୍ନୀତିରେ ମହିଳାଙ୍କ ସମ୍ପୃକ୍ତି ବିଷୟରେ ଜାଣିବାକୁ ଚାହିଁଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ