ଚିତ୍ରକୋଣ୍ତା ଏସିଡିପିଓଙ୍କର ଆଦିବାସୀ ମହିଳାଙ୍କୁ ମାଡ଼ ଘଟଣା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଆଜି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ମୌସୁମୀ ଅଧିବେଶନ ଶୂନ୍ୟ କାଳରେ ଉଠିଥିଲା ଚିତ୍ରକୋଣ୍ତା ଏସିଡିପିଓ ଅଂଶୁମାନ ଦ୍ୱିବେଦୀଙ୍କ ମାମଲା । ଗର୍ଭବତୀ ସମେତ ବହୁ ମହିଳାଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ପ୍ରବଳ ହଟ୍ଟଗୋଳ ହେବାପରେ ଏହି ମାମଲା ଏବେ କ୍ରାଇମବ୍ରାଞ୍ଚ ହାତକୁ ଯାଇଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା । ଏହି ପ୍ରସଙ୍ଗକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia