ଭୁବନେଶ୍ୱର: ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜ୍ୟିକ ଆଭିମୁଖ୍ୟକୁ ତ୍ଵରାନ୍ଵିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ଵାରା ୟୁନିଟ୍ – ୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ୨୧ତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜିତ ହୋଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ