ଟ୍ରମ୍ପ-ପୁଟିନଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା: ୟୁକ୍ରେନରେ ଯୁଦ୍ଧବିରତି ପାଇଁ ଟ୍ରମ୍ପଙ୍କ ପରାମର୍ଶ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ମଧ୍ୟରେ ଏକ ଲମ୍ବା ଏବଂ ଗୁରୁତ୍ୱପୂର୍ଣ୍ଣ ଫୋନ୍ ଆଲୋଚନା ହୋଇଛି । ଏହି ଆଲୋଚନାରେ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ଏବଂ ଇରାନ ସହିତ ଉତ୍ତେଜନା ହ୍ରାସ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । Important discussion between Trump-Putin: Trump suggests ceasefire in Ukraine