ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ

ଟ୍ରମ୍ପଙ୍କ ବଡ଼ ଘୋଷଣା । ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ । ଗଲ୍ଫ ଦେଶଗୁଡ଼ିକର ଅନୁରୋଧ କ୍ରମେ ଟଳିଲା ଇରାନ ଉପରେ ଆମେରିକାର ସେନା ଆକ୍ରମଣ । ଶେଷ ମୁହୂର୍ତ୍ତରେ ରଣନୀତି ବଦଳାଇଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।Trump’s big announcement, major attack on Iran postponed