ଦୁଇ ଦିନ ବିରତି ପରେ ପୁଣି ବର୍ଷିବ, ସକ୍ରିୟ ରହିଛି ମୌସୁମୀ ଟ୍ରପ୍ ଲାଇନ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ଟ୍ରପ୍ ଲାଇନ୍ । ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଏବଂ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ କାଲିଠୁ ଅର୍ଥାତ ୧୯ରୁ ରାଜ୍ୟରେ ପାଗ ଶୁଖିଲା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia