ଦୁଇ ହଜାରେ ତଳେ ରାଜ୍ୟର ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ୩ ଶହ ୨୯ ଜଣ ଆକ୍ରାନ୍ତ ଅଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଂଘରୋଧରୁ ୮୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩୦

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia