ଦେଶର ନୂତନ ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି, ତିନୋଟି ସଶସ୍ତ୍ର ବାହିନୀର ନେବେ ନେତୃତ୍ୱ

ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନଏସ ରାଜା ସୁବ୍ରମଣିଙ୍କୁ ପରବର୍ତ୍ତୀ ପ୍ରତିରକ୍ଷା ମୁଖ୍ୟ (ସିଡିଏସ୍) ଭାବରେ ନିଯୁକ୍ତ କରିଛନ୍ତି। ଜେନେରାଲ ଅନିଲ ଚୌହାନଙ୍କ କାର୍ଯ୍ୟକାଳ ମେ ୩୦ ୨୦୨୬ରେ ଶେଷ ହେବା ପରେ ସେ ଦାୟିତ୍ୱ ଗ୍ରହଣ କରିବେ।NS Raja Subramanian will be the country’s new CDS, will lead the three armed forces