ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ପ୍ରକାଶ ପାଇଛି । ଧାନ ଅମଳ ସମୟରେ ବର୍ଷା ଆଶଙ୍କା ଚାଷୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ତେଣୁ ଭଦ୍ରକ ଜିଲ୍ଲାରେ ତରତର ହୋଇ କଞ୍ଚା ଧାନକୁ କାଟି ନେଉଛନ୍ତି ଚାଷୀ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ