ନବ ଦାସଙ୍କୁ ମାରିବାକୁ ଶପଥ ନେଇଥିଲା ଗୋପାଳ, ସମଲେଇ ମନ୍ଦିରରେ ହୋଇଥିଲା ଲଣ୍ଡା: କ୍ରାଇମବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ତଥ୍ୟ

Naba Das Murder Case: ନବ ଦାସଙ୍କୁ ହତ୍ୟା କରିବା ପାଇଁ ଲଣ୍ଡା ହୋଇ ଶପଥ ନେଇଥିଲା ଅଭିଯୁକ୍ତ ଗୋପାଳ ଦାସ। କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ୫ ଶହ ପୃଷ୍ଠାର ଚାର୍ଜସିଟରେ ଏପରି ଚାଞ୍ଚଲ୍ୟକର ତଥ୍ୟ ଉଲ୍ଲେଖ ରହିଛି ।