ପୁରୀ ଗସ୍ତରେ ନୀତି ଆୟୋଗ ଉପାଧ୍ୟକ୍ଷ, ଶ୍ରୀଜିଉଙ୍କ କଲେ ଦର୍ଶନ

ପୁରୀ: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏବଂ ତାଙ୍କ ଟିମ୍ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଐତିହ୍ୟ କରିଡର ବୁଲି ଦେଖିଥିଲେ । ଗସ୍ତକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଗୁରୁବାର ଦିନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia