ଭୁବନେଶ୍ବର: ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ହିନ୍ଦୀ ଦିବସ ପାଳନ କରାଯିବ ସହିତ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ କରାଯାଇଅଛି । ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ରବି ଶଙ୍କର ମିତ୍ର ଏବଂ ପ୍ରମୁଖ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏହି ପକ୍ଷକୁ ଉଦଘାଟନ କରିଛନ୍ତି । {image-screenshot2022-09-14202937-1663167658.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ