ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ସୂଚନା ଦେଇଛନ୍ତି । ଆଗକୁ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ